ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ଆଇଏଏସ ନିକୁଞ୍ଜ ଧଳ

add-all

ଭୁବନେଶ୍ବର: ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ମିଳିଛି। ନିକୁଞ୍ଜ ବିହାରୀ ଧଳ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ।

ଏହା ପୂର୍ବରୁ ରାଜ୍ୟ ସରକାର ଆଜି ମନୋଜ ଆହୁଜାଙ୍କୁ ଓଡ଼ିଶା ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ଶ୍ରୀ ଆହୁଜା ଆଜି ଅପରାହ୍‌ଣରେ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଜି ଅପରାହ୍ନରେ ଲୋକସେବା ଭବନରେ ଶ୍ରୀ ଆହୁଜା ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଠାରୁ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି।

ad-week
Leave A Reply

Your email address will not be published.