ଅଜ୍ଞାତ ସୈନିକଙ୍କ ସମାଧିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ

add-all

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ମସ୍କୋରେ ‘ଅଜ୍ଞାତ ସୈନିକଙ୍କ ସମାଧି’ରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ରୁଷ ଗସ୍ତରେ ଯାଇଥିବା ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦୀ ସେଠାରେ ସମାଧିସ୍ଥଳରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ‘ଅଜ୍ଞାତ ସୈନିକଙ୍କ ସମାଧି’ ମସ୍କୋର କ୍ରେମଲିନ୍ କାନ୍ଥରେ ଅବସ୍ଥିତ ଏକ ଯୁଦ୍ଧ ସ୍ମାରକ ଅଟେ। ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ପ୍ରାଣ ହରାଇଥିବା ସୋଭିଏତ୍ ସୈନିକମାନଙ୍କ ପାଇଁ ଏହା ଉତ୍ସର୍ଗୀକୃତ।

ad-week
Leave A Reply

Your email address will not be published.