ଘରୁ ଉଦ୍ଧାର ହେଲା ଆଇଏଲଏସ୍ ବୈଜ୍ଞାନିକ ଡକ୍ଟର ସନ୍ଦୀପ ମିଶ୍ରଙ୍କ ମୃତଦେହ

add-all

ଭୁବନେଶ୍ୱର: କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଲାଗି ଚର୍ଚ୍ଚାରେ ଥିବା ଆଇଏଲଏସ୍ ବୈଜ୍ଞାନିକ ଡକ୍ଟର ସନ୍ଦୀପ ମିଶ୍ର ଆଉ ନାହାନ୍ତି। ଆଜି ସକାଳେ ରାଜଧାନୀ ସ୍ଥିତ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ମୃତଦେହକୁ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସପିଟାଲରେ ଭର୍ତ୍ତି କରାଯାଇଛି। ବୈଜ୍ଞାନିକ ସନ୍ଦୀପ ମିଶ୍ର ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଥିବା ବେଳେ ଏହାପଛର କାରଣ ସ୍ପଷ୍ଟ ହୋଇନାହିଁ। ଏନେଇ ପରିବାର ଲୋକଙ୍କ ପ୍ରତିକ୍ରିୟା ମିଳିନାହିଁ।

ad-week
Leave A Reply

Your email address will not be published.