ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଅଗ୍ନିକାଣ୍ଡ

add-all

ଜୟପୁର: କୋରାପୁଟ ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ କଲେଜରେ ଭୟାବହ ଅଗ୍ନିକାଣ୍ଡ ଘଟିଥିବାର ସୂଚନା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ, ମାତୃ ଓ ଶିଶୁ ବିଭାଗ ଏସଏନ ସିୟୁରେ ନିଆଁ ଲାଗିଛି। ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀ ନିଆଁ ଲିଭା କାର୍ଯ୍ୟ ଜାରି ରଖିଛନ୍ତି। ତେଣେ ଏସଏନ ସିୟୁରୁ ନବଜାତମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି।

ତେବେ କେଉଁ କାରଣରୁ ନିଆଁ ଲାଗିଛି, ସେନେଇ ମେଡିକାଲ୍ କଲେଜ୍ କର୍ତ୍ତୃପକ୍ଷ କୌଣସି ସୂଚନା ଦେଇନାହାନ୍ତି।  ମେଡିକାଲ ନିକଟରେ ଜନଗହଳି ପରିଲକ୍ଷିତ ହୋଇଛି।

ad-week
Leave A Reply

Your email address will not be published.