ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ନୂଆ ନିୟମ; ମୁଖ୍ୟମନ୍ତ୍ରୀ ଦେବେ ଅନୁମୋଦନ

add-all

ଭୁବନେଶ୍ବର: ଅବସରପ୍ରାପ୍ତ ସରକାରୀ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ରାଜ୍ୟ ସରକାର ନୂଆ ନିୟମ ଆଣିଛନ୍ତି। ପୁନଃ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେବେ।
ଅବସରପ୍ରାପ୍ତ କର୍ମଚାରୀଙ୍କ ପୁନଃ ନିଯୁକ୍ତି ପାଇଁ ନୂଆ ଗାଇଡଲାଇନ୍ ଆସିଛି। ଏଥିରେ ସ୍ବତନ୍ତ୍ର ନିୟମାବଳୀ ରହିଛି। ଉଚ୍ଚସ୍ତରୀୟ କମିଟି ଅବସରପ୍ରାପ୍ତ କର୍ମଚାରୀଙ୍କୁ ଚୟନ କରିବେ। ଅବସରକାଳୀନ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେବେ। କର୍ମଚାରୀଙ୍କୁ କେଉଁ ମାନଦଣ୍ଡରେ ଚୟନ ହେବ। ବିସ୍ତୃତ ଗାଇଡଲାଇନ ଜାରି ହୋଇଛି। ମୁଖ୍ୟ ସଚିବ ଅଧ୍ୟକ୍ଷ, ଜିଏ ସଚିବ, ଅର୍ଥ ସଚିବ କମିଟି ସଦସ୍ୟ ପୁନଃ ନିଯୁକ୍ତି ଚୟନ କରିବେ।
ଅବସରକାଳୀନ ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେବେ। କର୍ମଚାରୀଙ୍କୁ କେଉଁ ମାନଦଣ୍ଡରେ ଚୟନ ହେବ। ବିସ୍ତୃତ ଗାଇଡଲାଇନ ଜାରି ହୋଇଛି। ମୁଖ୍ୟ ସଚିବ ଅଧ୍ୟକ୍ଷ, ଜିଏ ସଚିବ, ଅର୍ଥ ସଚିବ କମିଟି ସଦସ୍ୟ ପୁନଃ ନିଯୁକ୍ତି ଚୟନ କରିବେ।
ତେବେ ୬୫ ବର୍ଷରୁ କମ୍ ଓ ଭଲ ସର୍ଭିସ ରେକର୍ଡ଼ ଥ‌ିବା ବ୍ୟକ୍ତିଙ୍କୁ ପୁନଃ ନିଯୁକ୍ତି ସୁଯୋଗ ଦିଆଯିବ। ପୁନଃ ନିଯୁକ୍ତି ପାଇବାକୁ ଥ‌ିବା ବ୍ୟକ୍ତି ଶାରୀରିକ ଭାବେ ଫିଟ୍ ରହିବା ଜରୁରୀ।

ad-week
Leave A Reply

Your email address will not be published.