୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ

add-all

ଭୁବନେଶ୍ବର : ୧୮ରୁ ଆରମ୍ଭ ହେବ ଯୁକ୍ତ ଦୁଇ ଫର୍ମ ପୂରଣ। କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ପାଇଁ ଫର୍ମ ଫିଲଅପ୍ କରିବେ ଛାତ୍ରଛାତ୍ରୀ। ସେପ୍ଟେମ୍ବର ୧୮ ତାରିଖରୁ ଅକ୍ଟୋବର ୧ ଯାଏଁ ବିନା ଜରିମାନା ଦେୟରେ ଫର୍ମ ପୂରଣ କରିପାରିବେ ଛାତ୍ରଛାତ୍ରୀ।
ତେବେ ଅକ୍ଟୋବର ୪ରୁ ୧୪ ତାରିଖ ଭିତରେ ଫର୍ମ ଫିଲଅପ୍ କଲେ ୨୦୦ ଟଙ୍କା ଫାଇନ୍ ପଡ଼ିବ। ସେହିଭଳି ନଭେମ୍ବର ୧୧ରୁ ୧୮ ଭିତରେ ଫର୍ମ ପୂରଣରେ ଲାଗିବ ୬୦୦ ଟଙ୍କା ଜରିମାନା। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

ad-week
Leave A Reply

Your email address will not be published.