ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲା ବୋର୍ଡ

add-all

ଦଶମ ଶ୍ରେଣୀ ଷାଣ୍ମାସିକ ପରୀକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲା ମାଧ୍ୟମିକ ଶିକ୍ଷା ପରିଷଦ (BSE)। ଷାଣ୍ମାସିକ ପରୀକ୍ଷା କରିବାକୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ଲେଖିଲା ବୋର୍ଡ। ତେବେ ଗତ ବର୍ଷ ଭଳି ଏଥର ପ୍ରଶ୍ନପତ୍ର ବୋର୍ଡ ଯୋଗାଇବ ନାହିଁ। ସ୍କୁଲ କର୍ତ୍ତୃପକ୍ଷ ନିଜସ୍ୱ ପ୍ରଶ୍ନପତ୍ର ପ୍ରସ୍ତୁତ କରିପାରିବେ। ପରୀକ୍ଷା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛି ବୋର୍ଡ। 

ad-week
Leave A Reply

Your email address will not be published.