ଧାମନଗରରେ ସ୍ଥିତିର ସମୀକ୍ଷା କଲେ ପୁଲିସ ଡିଜି ୱାଇ.ବି ଖୁରାନିଆ

add-all

ଧାମନଗର: ଭଦ୍ରକ ଜିଲ୍ଲା ଧାମନଗରରେ ପୁଲିସ ଡିଜି ୱାଇ.ବି ଖୁରାନିଆ ସ୍ଥିତିର ସମୀକ୍ଷା କରିଛନ୍ତି। ସେ ବରିଷ୍ଠ ଅଧିକାରୀମାନଙ୍କ ସହ ଧାମନଗର ଥାନାରେ ଆଲୋଚନା କରିଛନ୍ତି। ଏଥିରେ ପୂର୍ବାଞ୍ଚଳ ଡିଆଇଜି ଓ ଭଦ୍ରକ ଏସ୍‌ପି ମଧ୍ୟ ଉପସ୍ଥିତ ଥିଲେ।

ସମୀକ୍ଷା ପରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବାକୁ ଡିଜିପି ନିବେଦନ କରିଛନ୍ତି। ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଉତ୍ତେଜନା ପରେ ସ୍ଥିତି ସମୀକ୍ଷା କରାଯାଉଛି। ଏହି ଅବସରରେ ସେ କହିଛନ୍ତି, ଅଯଥା ସୋସିଆଲ ମିଡିଆ ପୋଷ୍ଟରେ କମେଣ୍ଟ କରନ୍ତୁ ନାହିଁ।

ad-week
Leave A Reply

Your email address will not be published.