ଆହତ କନଷ୍ଟେବଳଙ୍କୁ ଭେଟିଲେ ଡିଜିପି

add-all

ଭୁବନେଶ୍ବର: ଜଣେ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ମରଣାନ୍ତକ ଆକ୍ରମଣର ଶିକାର ହୋଇଥିବା ବୁର୍ଲା ଥାନାର କନଷ୍ଟେବଳ ସରୋଜ ଭୋଇଙ୍କୁ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଏସସିବି ମେଡିକାଲରେ ସାକ୍ଷାତ କରିଛନ୍ତି।

ତାଙ୍କୁ ଚିକିତ୍ସା କରୁଥିବା ପ୍ଲାଷ୍ଟିକ ସର୍ଜରୀ ବିଭାଗର ମୁଖ୍ୟ ବିଭୁତି ଭୁଷଣ ନାୟକଙ୍କ ସହ ଡିଜିପି ଯୋଗେଶ ବାହାଦୂର ଖୁରାନିଆ ଆଲୋଚନା କରି ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ad-week
Leave A Reply

Your email address will not be published.