ବିଧାନସଭାରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ଵର: ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାସୁମନ ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

  ବାଚସ୍ପତି ସୁରମା ପାଢୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସ୍ମୃତି ସଭାରେ ସାମିଲ ହୋଇ ପୁଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କର ସ୍ମୃତି ଚାରଣ କରିଛନ୍ତି।

ad-week
Leave A Reply

Your email address will not be published.