ଟ୍ଵିନ୍ ସିଟି ରେ ଝଟକୁଛନ୍ତି ମା’

add-all

ଭୁବନେଶ୍ଵର: ପାର୍ବଣ ପାଇଁ ଉତ୍ସବ ମୁଖର ସାରା ରାଜ୍ୟ। ଧରାପୃଷ୍ଠରେ ଅବତରଣ କରିଛନ୍ତି ଜଗଦଜନନୀ। ମା’ଙ୍କ ଆଗମନରେ ଭକ୍ତିମୟ ପରିବେଶ। ପୀଠ ହେଉ କି ମଣ୍ଡପ ସବୁଠି ଭିଡ଼। ମହାମାୟାଙ୍କ ମହାନବମୀ ପୂଜା ପାଇଁ ଚଳଚଞ୍ଚଳ ରାଜ୍ୟର ସବୁ ଶକ୍ତିପୀଠ। ସେପଟେ ପୂଜା ମଣ୍ଡପରେ ଚାଲିଛି ଦେବୀ ଦଶଭୁଜାଙ୍କ ଅଷ୍ଟମୀ ରୀତିନୀତି ।

ଦୁର୍ଗାଙ୍କ ପୂଜା ପାଇଁ ସଜେଇ ହୋଇଛି ତୋରଣ । ରଙ୍ଗୀନ ଆଲୋକ ମାଳାରେ ସଜେଇ ହୋଇଛି ଟ୍ଵିନ ସିଟି । ଆକର୍ଷଣୀୟ ସାଜସଜ୍ଜାରେ ଝଲସୁଛି ପୁରା ପରିବେଶ । ସୁନାଚାନ୍ଦି ମେଢରେ ଝଟକୁଛନ୍ତି ମାଆ ।

ad-week
Leave A Reply

Your email address will not be published.