ଫେମିନା ମିସ୍‌ ଇଣ୍ଡିଆ-୨୦୨୪: ବିଜେତା ମୁକୁଟ ପିନ୍ଧିଲେ ନିକିତା ପୋରଓ୍ବାଲ

add-all

ମୁମ୍ବାଇ: ଫେମିନା ମିସ୍‌ ଇଣ୍ଡିଆ-୨୦୨୪କୁ ମିଳିଯାଇଛି ଏହାର ବିଜେତା। ମଧ୍ୟପ୍ରଦେଶର ନିକିତା ପୋରଓ୍ବାଲ ପିନ୍ଧିଛନ୍ତି ଫେମିନା ମିସ୍‌ ଇଣ୍ଡିଆ-୨୦୨୪ର ବିଜେତା ମୁକୁଟ। ବୁଧବାର ରାତିରେ ମୁମ୍ବାଇର ଓ୍ବର୍ଲିରେ ଆୟୋଜିତ ପ୍ରତିଯୋଗିତାର ଗ୍ରାଣ୍ଡ୍‌ ଫାଇନାଲରେ ନିକିତାଙ୍କୁ ବିଜେତା ଘୋଷଣା କରାଯାଇଛି। ଏବେ ସେ ମିସ୍ ୱର୍ଲ୍ଡ ପ୍ରତିଯୋଗିତାରେ ଭାରତର ପ୍ରତିନିଧିତ୍ୱ କରିବେ।
ଅପରପକ୍ଷେ, ଦାଦ୍ରା ଏବଂ ନଗର ହାଭେଲି(କେନ୍ଦ୍ର ଶାସିତ ଅଞ୍ଚଳ)ର ରେଖା ପାଣ୍ଡେ ଫେମିନା ମିସ୍ ଇଣ୍ଡିଆ-୨୦୨୪ର ପ୍ରଥମ ରନର୍ ଅପ୍ ହୋଇଥିବାବେଳେ ଗୁଜରାଟର ଆୟୁଷୀ ଢୋଲକିଆ ଦ୍ୱିତୀୟ ରନର୍ ଅପ୍ ହୋଇଛନ୍ତି।

ad-week
Leave A Reply

Your email address will not be published.