ପଦ୍ମ ବିଜେତାଙ୍କୁ ମାସିକ ମିଳିବ ୩୦ ହଜାର ଟଙ୍କା

add-all

ଭୁବନେଶ୍ବର : ଆଜି ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟର ସମସ୍ତ ପଦ୍ମ ବିଜେତାଙ୍କୁ ମିଳିବ ସମ୍ମାନ ସୂଚକ ସହାୟକ ରାଶି। ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରାଯିବ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏନେଇ ଘୋଷଣା କରିଛନ୍ତି।
ରାଜ୍ୟରେ ବର୍ତ୍ତମାନ ୫୫ ଜଣ ଜୀବିତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତି ଅଛନ୍ତି। ସେମାନଙ୍କୁ ମାସକୁ ୩୦ ହଜାର ଟଙ୍କା ଲେଖାଏଁ ସମ୍ମାନ ସୂଚକ ସହାୟକ ରାଶି ପାଇ ପାରିବେ ରାଜ୍ୟ ସରକାର। ଏଥିପାଇଁ ବର୍ଷକୁ ୨ କୋଟି ଟଙ୍କା ଖର୍ଚ୍ଚ ହେବ।

ad-week
Leave A Reply

Your email address will not be published.