ପ୍ରେସ ଦିବସରେ ଉଦଘାଟିତ ହେଲା ପ୍ରେସ କ୍ଲବ ଡାଇନିଂ ହଲ…

add-all

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ପ୍ରେସ କ୍ଲବର ଡାଇନିଂ ହଲ ବରିଷ୍ଠ ସାମ୍ବାଦିକ ଡଃ ଅରୂପ କୁମାର ଜେନାଙ୍କ କର କମଳରେ ଉଦଘାଟିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପ୍ରେସ କ୍ଲବ ସଭାପତି ତଥା ବରିଷ୍ଠ ସାମ୍ବାଦିକ ସୁନୀଲ ପଟ୍ଟନାୟକ, ଉପ ସଭାପତି ଡଃ ସୂର୍ଯ୍ୟ ନାରାୟଣ ବେହେରା,ସମ୍ପାଦକ ବିରେନ୍ଦ୍ର ସୁବୁଦ୍ଧି, କାର୍ଯ୍ୟକାରୀ ସଦସ୍ୟ ପ୍ରଶାନ୍ତ କୁମାର ବେହେରା, ଅଶୋକ ମହାନ୍ତି, ଡଃ କାହ୍ନୁ ଚରଣ ଶତପଥୀ, ଆଦିତ୍ୟ ପ୍ରସାଦ ତ୍ରିପାଠୀ, ଶିବ ବିଶ୍ଵାଳ ଙ୍କ ସମେତ ବରିଷ୍ଠ ସାମ୍ବାଦିକ ଗୋପାଳ କୃଷ୍ଣ ପଟ୍ଟନାୟକ, ରମେଶ ଚନ୍ଦ୍ର ପ୍ରଧାନ,ଶିବ ପ୍ରସାଦ ନାୟକ, କ୍ଷୀରୋଦ ସାହାଣୀ, ଅଚ୍ୟୁତା ନନ୍ଦ ସେଠୀ ପ୍ରମୁଖ ଉପସ୍ଥିତ ଥିଲେ l

ad-week
Leave A Reply

Your email address will not be published.