ସୁଶାସନ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ

add-all

ଫୁଲବାଣୀ : କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରାଳୟ ଭାରତ ସରକାର ଶାଖା ମାଇ ଭାରତ ( ନେହରୁ ଯୁବ କେନ୍ଦ୍ର ) ଫୁଲବାଣୀ ତରଫରୁ ସୁଶାସନ ଦିବସ ପିଏ ଆଇଟିଡିଏ ଫୁଲବାଣୀ ସଭାଗୃହ ଠାରେ ପାଳିତ ହୋଇ ହୋଇ ଯାଇଅଛି l ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ସି ଡ଼ବ୍ଲ ସି ସଭ୍ୟ ପ୍ରଫେସର ପ୍ରଶ୍ନ ବିଶୋଇ ଯୋଗ ଦେଇଥିବା ବେଳେ ସନମାନିତ ଅତିଥି ଭାବରେ ସି ଆର ପିଏଫର କେ ସତ୍ୟ ନାରାୟଣ,ନିରୋଜ କୁମାର, ବରଷା ବି ଚିକୁ, ଜି ଦିବ୍ୟା ଏବଂ ମାଇ ଭାରତ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ର ସହକର୍ମୀ ସତ୍ୟବାନ ଦଳବେହେରା ପ୍ରମୁଖ ଯୋଗ ଦେଇଥିଲେ l ମୁଖ୍ୟ ଅତିଥି ଅନୁଷ୍ଠିତ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ଅବଗତ କରାଇଥିଲେ l ବୈଠକ ରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀର ସହ କର୍ମୀ ସତ୍ୟବାନ ଦଳବେହେରା ମୁଖ୍ୟ ଅତିଥି ସନମାନିତ ଅତିଥି ଓ ଉପସ୍ଥିତ ଭାଇ ଓ ଭଉଣୀ ମାନଙ୍କୁ ସ୍ୱାଗତ କରିଥିବା ବେଳେ ସ୍ୱେଚ୍ଛାସେବୀ ସିବେନ୍ଦ୍ର ଡିଗାଲ ଧନ୍ୟବାଦ ଅର୍ପଣ କରିଥିଲେ l

ad-week
Leave A Reply

Your email address will not be published.