୪୮ ଘଣ୍ଟା ପରେ ନିଖୋଜ ଯୁବତୀ ଉଦ୍ଧାର: ଗଣଦୁଷ୍କର୍ମ କରି ହତ୍ୟା ଉଦ୍ୟମ ସନ୍ଦେହ

add-all

ବରଗଡ଼: ବିଶ୍ବପ୍ରସିଦ୍ଧ ଧନୁଯାତ୍ରା ଦେଖିବା ପାଇଁ ଆସି ନିଖୋଜ ହୋଇଥିବା ଯୁବତୀ ଆଜି ଦୀର୍ଘ ୪୮ ଘଣ୍ଟା ପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବରଗଡ଼ ଜିଲ୍ଲାର କୁର୍ଲା ଜଙ୍ଗଲ ମଧ୍ୟରୁ ଉଦ୍ଧାର ହୋଇଛନ୍ତି। ତାଙ୍କର ମୁଣ୍ଡରେ ଗଭୀର କ୍ଷତ ସହିତ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚି଼ହ୍ନ ରହିଛି। ମୁଣ୍ଡରେ ଆଘାତ ଲାଗିଥିବାରୁ ଯୁବତୀ ମାନସିକ ସନ୍ତୁଳନ ହରାଇ ବସିଥିବା କୁହାଯାଉଛି।

ଧନୁଯାତ୍ରା ଦେଖିବା ପାଇଁ ଆସି ନିଖୋଜ ହୋଇଥିବା ଯୁବତୀ ଆଜି ଦୀର୍ଘ ୪୮ ଘଣ୍ଟା ପରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବରଗଡ଼ ଜିଲ୍ଲାର କୁର୍ଲା ଜଙ୍ଗଲ ମଧ୍ୟରୁ ଉଦ୍ଧାର ହୋଇଛନ୍ତି। ଜଙ୍ଗଲ ମଧ୍ୟରେ ଅତି ଗୁରୁତର ଅବସ୍ଥାରେ ପଡ଼ିରହି ୪୮ଘଣ୍ଟା ଧରି ମୃତ୍ୟୁ ସହିତ ସଂଗ୍ରାମ କରିବା ପରେ ଆଜି ଜୀବିତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି ସେ । ତେବେ ସେ ସମୟର ଘଟଣା କେତେ ଯେ ଭୟଙ୍କର ହୋଇଥିବ ପରିବାର ଲୋକେ କହି ବାହୁନି ବାହୁନି କାନ୍ଦୁଛନ୍ତି ଓ ନ୍ୟାୟ ପାଇଁ ପ୍ରଶାସନ ନିକଟରେ ନେହୁରା ହୋଇଛନ୍ତି।

ଜଙ୍ଗଲ ମଧ୍ୟରେ ଅତି ଗୁରୁତର ଅବସ୍ଥାରେ ପଡ଼ିରହି ୪୮ଘଣ୍ଟା ଧରି ମୃତ୍ୟୁ ସହିତ ସଂଗ୍ରାମ କରିବା ପରେ ଆଜି ଜୀବିତ ଅବସ୍ଥାରେ ଉଦ୍ଧାର ହୋଇଛନ୍ତି ସେ । ତେବେ ସେ ସମୟର ଘଟଣା କେତେ ଯେ ଭୟଙ୍କର ହୋଇଥିବ ପରିବାର ଲୋକେ କହି ବାହୁନି ବାହୁନି କାନ୍ଦୁଛନ୍ତି ଓ ନ୍ୟାୟ ପାଇଁ ପ୍ରଶାସନ ନିକଟରେ ନେହୁରା ହୋଇଛନ୍ତି। ଯୁବତୀଙ୍କୁ ଗଣଦୁଷ୍କର୍ମ କରି ହତ୍ୟା ଉଦ୍ୟମ ହୋଇଥିବା ସନ୍ଦେହ କରାଯାଉଛି।

ad-week
Leave A Reply

Your email address will not be published.