ଶ୍ରୀମନ୍ଦିରରେ ଫେବୃଆରୀ ୧ରୁ ଧାଡ଼ି ଦର୍ଶନ ପ୍ରକ୍ରିୟା

add-all

ପୁରୀ: ଫେବୃଆରୀ ୧ରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପ୍ରକ୍ରିୟା ଆରମ୍ଭ ହୋଇପାରେ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ହୁଣ୍ଡି ସ୍ଥାନାନ୍ତର ପାଇଁ ଧାଡ଼ି ଦର୍ଶନ ବ୍ୟବସ୍ଥାରେ ବିଳମ୍ବ ହେଉଛି। ଏଥିପାଇଁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ ପ୍ରକ୍ରିୟା କିଛି ଦିନ ଗଡ଼଼ିପାରେ। ତେବେ ଫେବୃଆରୀ ୧ରୁ ଧାଡ଼ି ଦର୍ଶନ ବ୍ୟବସ୍ଥା ଆରମ୍ଭ ହୋଇପାରେ। ହୁଣ୍ଡି ସ୍ଥାନାନ୍ତର ପାଇଁ କିଛି ଅନୁମତି ଆବଶ୍ୟକତା ରହିଛି। ସେହି ପ୍ରକ୍ରିୟା ସରିବା ପରେ ଧାଡ଼ି ଦର୍ଶନ ପାଇଁ ଷ୍ଟ୍ରକଚର ଇନଷ୍ଟଲ ହେବ ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରକାଶ କରିଛନ୍ତି।

ad-week
Leave A Reply

Your email address will not be published.