ଅଂଶୀଦାରଙ୍କ ସହ ଆଲୋଚନା କଲେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ

add-all

କେନ୍ଦ୍ର କୋଇଲା ଏବଂ ଖଣି ମନ୍ତ୍ରୀ ଜି. କିଶନ ରେଡ୍ଡୀ ତାଙ୍କର ପ୍ରଥମ ଓଡ଼ିଶା ଗସ୍ତରେ ଆସି ଆଜି ଖଣି ଏବଂ କୋଇଲା ଶିଳ୍ପ ସହିତ ଜଡିତ ବିଭିନ୍ନ ସରକାରୀ କ୍ଷେତ୍ର, ଘରୋଇ କ୍ଷେତ୍ର ଏବଂ ଶିଳ୍ପ ସଂଘର ଅଂଶୀଦାରମାନଙ୍କ ସହିତ ଏକ ପାରସ୍ପରିକ ଆଲୋଚନା କରିଥିଲେ। ଭୁବନେଶ୍ୱରସ୍ଥିତ ନାଲକୋ ଭବନରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ମନ୍ତ୍ରୀଙ୍କ ସହିତ ଭାରତ ସରକାରଙ୍କ ଖଣି ମନ୍ତ୍ରଣାଳୟର ସଚିବ ଭି.ଏଲ. କାନ୍ଥା ରାଓ ଏବଂ କୋଇଲା ଓ ଖଣି ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ମଧ୍ୟ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.