ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି

add-all

ଭୁବନେଶ୍ବର: ସୁଭଦ୍ରାକୁ ନେଇ ଆସିଲା ବଡ଼ ଖୁଲାସା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି।
ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହୁରି କହିଛନ୍ତି, ଆଧାର କାର୍ଡର ଯେତେବେଳେ ବ୍ୟାଙ୍କ ଲିଙ୍କ ଡାଟା ଆସିଲା ସେତେବେଳେ ଏ ତଥ୍ୟ ସାମ୍ନାକୁ ଆସିଲା। ବେଳେବେଳେ ପୁଅ ନାଁ ଓ ଝିଅଙ୍କ ନାଁ ଏକା ଭଳି ଥାଏ। ସେମାନେ ଭୁଲବଶତଃ ଆବେଦନ କରିଦେଇଥିବେ। କିନ୍ତୁ ସେମାନଙ୍କୁ ଏଥିରୁ ବାଦ୍ ଦିଆଯାଇଛି।

ad-week
Leave A Reply

Your email address will not be published.