୧୩ ଫେବୃଆରୀରୁ ବିଧାନସଭା ବ‌ଜେଟ୍ ଅଧିବେଶନ, ୧୨ରେ ସର୍ବଦଳୀୟ ବୈଠକ

add-all

ଭୁବନେଶ୍ବର: ଫେବ୍ରୁଆରି ୧୩ରୁ ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏନେଇ ଫେବ୍ରୁଆରି ୧୨ ତାରିଖରେ ବିଧାନସଭାର ସର୍ବଦଳୀୟ ବୈଠକ. ପୂର୍ବାହ୍ନ ୧୧ରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ।
ଶାନ୍ତିଶୃଙ୍ଖଳାର ସହିତ ବଜେଟ୍ ଅଧିବେଶନ ଅନୁଷ୍ଠିତ କରାଯିବା ପାଇଁ ସେନେଇ ବାଚସ୍ପତି ବିରୋଧୀ ଏବଂ ଶାସକ ଦଳ ମଧ୍ୟରେ ସମନ୍ବୟ ରକ୍ଷା ପାଇଁ ଏହି ବୈଠକ ଡକାଇଛନ୍ତି।
ଫେବ୍ରୁଆରି ୧୭ରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରାଯିବ।

ad-week
Leave A Reply

Your email address will not be published.