ଶୋଇଥିବା ବେଳେ ଯୁବକଙ୍କ ଉପରକୁ ଏସିଡ୍ ମାଡ଼, ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର…

add-all

ବାସୁଦେବପୁର: ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ୍ ଅନ୍ତର୍ଗତ ନାୟକାଣିଡ଼ିହି ଥାନା ରାମଚନ୍ଦ୍ରପୁର ଗାଁରେ ଏକ ଅଭାବନୀୟ ଘଟଣା ସାମନାକୁ ଆସିଛି। ସେହି ଗାଁର ସନାତନ ପଲେଇଙ୍କ ପୁଅ ଜଗବନ୍ଧୁଙ୍କ ଉପରକୁ ଶୋଇଥିବା ବେଳେ କେହି ଦୁର୍ବୃତ୍ତ ଝରକା ବାହାରୁ ଏସିଡ ଫିଙ୍ଗି ଫେରାର ହୋଇଥିବା ପରିବାରଲୋକ ଅଭିଯୋଗ କରିଛନ୍ତି।

ତେବେ ପରିବାରଲୋକ ଜଗବନ୍ଧୁଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାରକରି ପ୍ରଥମେ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟ‌ କେନ୍ଦ୍ର ଓ ପରେ କଟକ ସ୍ଥାନାନ୍ତର କରାଯାଇଛି।

ad-week
Leave A Reply

Your email address will not be published.