ପିଏମ୍‌ ସୂର୍ଯ୍ୟଘର ଯୋଜନା ପାଇଁ ବଢୁଛି ଆଗ୍ରହ-ଶକ୍ତିମନ୍ତ୍ରୀ

add-all

ଭୁବନେଶ୍ୱର : ରାଜ୍ୟରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ପାଇଁ ଆଗ୍ରହ ବୃଦ୍ଧି ପାଉଥିବା ବେଳେ ଏଯାଏଁ ପ୍ରାୟ ୯୩ ହଜାର ୩୬୭ ଜଣ ଲୋକେ ପଞ୍ଚୀକରଣ କରିଥିବା ନେଇ ବୁଧବାର ଜଣାପଡିଛି।
ପଞ୍ଚୀକରଣ କରିଥିବା ହିତାଧିକାରୀଙ୍କ ମଧ୍ୟରୁ ୨୭୪୦ ଜଣ ଏହାର ଲାଭ ପାଇଥିବା ବେଳେ ରାଜ୍ୟ ସରକାର ଏଥିପାଇଁ ପ୍ରାୟ ୧୦୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି । ବିଧାନସଭାରେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ, ମାଗଣା ବିଜୁଳି ଯୋଜନା ନେଇ ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପ୍ରଶ୍ନର ଏହି ତଥ୍ୟ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରଖିଛନ୍ତି।

ad-week
Leave A Reply

Your email address will not be published.