ବିଧାନସଭାରେ ଗଙ୍ଗାଜଳ ଛିଞ୍ଚିଲା ବିଜେଡି

add-all

ଭୁବନେଶ୍ଵର: ବିଧାନସଭାରେ ଗଙ୍ଗାଜଳ ଛିଞ୍ଚିଲା ବିଜେଡି। ବିଧାନସଭାର ପବିତ୍ର ଗୃହକୁ ବିଜେପି ଅପବିତ୍ର କରିଥିବା ଅଭିଯୋଗ କରି ଗଙ୍ଗା ଜଳ ସିଞ୍ଚନ କରି ଅଭିନବ ପ୍ରତିବାଦ କରିଛି ବିଜୁ ଜନତା ଦଳ। ବିଧାନସଭାକୁ ପୁଲିସ ପଶିବା ଘଟଣାର ଏଭଳି ଅଭିନବ ଢଙ୍ଗରେ ପ୍ରତିବାଦ କରି ବିଧାନସଭା ପରିସରରେ ଗଙ୍ଗା ଜଳ ସିଞ୍ଚନ କରି ପରିକ୍ରମା କରିଛନ୍ତି ବିଜେଡି ବିଧାୟକ। ଏଥିସହ ରାଜ୍ୟ ସରକାର ଗଣତନ୍ତ୍ରର ସ୍ବରକୁ ଚପାଇବାକୁ ଉଦ୍ୟମ କରୁଥିବା ଅଭିଯୋଗ କରି ତୀବ୍ର ସମାଲୋଚନା କରିିଛି ଦଳ।

ad-week
Leave A Reply

Your email address will not be published.