ବିଜୁ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏବଂ କନକ ବର୍ଦ୍ଧନ ସିଂହ ଦେଓ ତଥା ଅନ୍ୟାନ୍ୟ ବରିଷ୍ଠ ନେତାମାନେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଏକ୍ସରେ ଉଲେ୍‌ଖ କରିଛନ୍ତି, ମହାନ ଜନନାୟକ, ସ୍ଵାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସରେ ବିନମ୍ର ଶ୍ରଦ୍ଧାଞ୍ଜଳି। ଜଣେ ସ୍ୱାଭିମାନୀ ଓଡ଼ିଆ ତଥା ଶିକ୍ଷା, ନାରୀ ସଶକ୍ତିକରଣ ସହ ଆଧୁନିକ ଓଡ଼ିଶା ଗଠନରେ ତାଙ୍କର ଅବଦାନ ସର୍ବଦା ପ୍ରେରଣାଦାୟୀ।

ad-week
Leave A Reply

Your email address will not be published.