ଭୁବନେଶ୍ୱର: ଖୁବ ଶୀଘ୍ର ନୂଆ ରାସନ କାର୍ଡ । ଯୋଗ୍ୟ ହତାଧିକାରୀଙ୍କୁ ନୂଆ ରାସନ କାର୍ଡ ବାଣ୍ଟିବାକୁ ସରକାରଙ୍କ ନିର୍ଦ୍ଦେଶ । ଏପ୍ରିଲ ୨୨ ତାରିଖ ସୁଦ୍ଧା ରାସନ କାର୍ଡ ଛପା କାର୍ଯ୍ୟ ସାରିବାକୁ ଜିଲ୍ଲାପାଳଙ୍କୁ ସରକାରଙ୍କ ନିର୍ଦ୍ଦେଶ । ଏନେଇ ଖାଦ୍ୟ ଯୋଗାଣ ସଚିବ ସବୁ ଜିଲ୍ଲପାଳଙ୍କୁ ଚିଠି ଲେଖିଛନ୍ତି ।
