ନିୟନ୍ତ୍ରଣ ରେଖାରେ ଗୁଳିମାଡ କଲା ପାକିସ୍ତାନ, ଭାରତ ଦେଲା କଡା ଜବାବ

ନୂଆଦିଲ୍ଲୀ : ନିୟନ୍ତ୍ରଣ ରେଖାରେ କିଛି ସ୍ଥାନୀରେ ପାକିସ୍ତାନୀ ସେନା ତରଫରୁ ଫାୟାରିଂ କରାଯାଇଛି । ଭାରତୀୟ ସେନା ଅଧିକାରୀ ସୂଚନା ଦେଇଛନ୍ତି କି ଏହାର କଡା ଜବାବ ଦିଆଯାଇଛି । ସେନାର ସୂଚନା ଅନୁସାରେ ଭାରତୀୟ ସେନା ଗୁରୁବାର ରାତିରେ ଜମ୍ମୁ କଶ୍ମୀରରେ ନିୟନ୍ତ୍ରଣ ରେଖାରେ କିଛି ସ୍ଥାନରେ ପାକିସ୍ତାନୀ ସେନାର ଗୁଳିମାଡର ଜବାବ ଗୁଳିମାଡରେ ଦେଇଛି ।

nis-ad
Leave A Reply

Your email address will not be published.