ଶିମିଳିପାଳରେ ଅଛନ୍ତି ୪୦ ମହାବଳ

ଶିମିଳିପାଳ :  ଶିମିଳିପାଳରେ ଅଛନ୍ତି ୪୦ ମହାବଳ । ସେଥିମଧ୍ୟରୁ ୬ଟି ବାଘ ଶାବକ ଅଛନ୍ତି ।  ଚଳିତ ବର୍ଷ କ୍ୟାମେରା ଟ୍ରାପ୍ ରୁ ଏହା ସ୍ପଷ୍ଟ ହୋଇଛି ।  ଜିନତ୍ ଓ ଯମୁନା ବ୍ୟତୀତ ଶିମିଳିପାଳରେ ଥିବା ଆଡଲ୍ଟ ମହାବଳ ମଧ୍ୟରୁ ୧୩ଟି ପୁରୁଷ ମହାବଳ ଓ ୧୭ଟି ବାଘୁଣୀ ଅଛନ୍ତି ।

ଅନ୍ୟ ଦୁଇଟି ମହାବଳ ପୁରୁଷ ନା ବାଘୁଣୀ ତାହା ସ୍ପଷ୍ଟ ହୋଇପାରିନି । ସେହିପରି ଶିମିଳିପାଳରେ ଥିବା ମହାବଳ ମଧ୍ୟରୁ ୧୮ ଟି କଳା ମହାବଳ ଅଛି । ଆଗାମୀ ୧୦ ବର୍ଷ ମଧ୍ୟରେ ଏ ସଂଖା ୧୦୦ କୁ ପହଞ୍ଚାଇବାକୁ ଲକ୍ଷ୍ୟ ରଖିଛି ବନ ବିଭାଗ ।

nis-ad
Leave A Reply

Your email address will not be published.