ଭୁବନେଶ୍ୱର : ଭୁବନେଶ୍ୱର ରେଲୱେ ଷ୍ଟେସନରେ ଫ୍ଲାଗ ମାର୍ଚ୍ଚ । ଆତଙ୍କୀ ହମ୍ ଲା ପରେ ଏକାଧିକ ଷ୍ଟେସନକୁ ହାଇ ଆଲର୍ଟ କରାଯାଇଛି । RPF ପୋଲିସ ଦ୍ବାରା ଫ୍ଲାଗ ମାର୍ଚ୍ଚ ।
RPF ଆଇଆଇସି ଏବଂ ଏସଆଇ ଫ୍ଲାଗ ମାର୍ଚ୍ଚରେ ସାମିଲ । ୨ ସେକ୍ସନ ଫୋର୍ସ ମଧ୍ୟ ଏଥିରେ ସାମିଲ ଅଛନ୍ତି । ଏହାସହ ଷ୍ଟେସନରେ ଥିବା ଲୋକଙ୍କ ପାଇଁ ସତର୍କ ଜାରି କରିଛନ୍ତି ସରକାର ।
