ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ, ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟି

ଭୁବନେଶ୍ବର : ରାଜଧାନୀରେ ଟ୍ରକ୍ ଭର୍ତ୍ତି ଗଞ୍ଜେଇ ଜବତ  ।  ଖଣ୍ଡଗିରି ଅଞ୍ଚଳରେ ଗଞ୍ଜେଇ ଜବତ ହୋଇଛି ।  ଡିଲ ବେଳେ ପୋଲିସର ଗଞ୍ଜେଇ ଜବତ ହୋଇଛି ।  ସୂଚନା ଅନୁସାରେ  ଫୁଲବାଣୀରୁ ହିମାଚଳ ଗଞ୍ଜେଇ ଯାଉଥିଲ ।   ପାଞ୍ଚ କ୍ଵିଣ୍ଟାଲ ଗଞ୍ଜେଇ ଜବତ ।  ଏହାର ଆନୁମାନିକ ମୂଲ୍ୟ ପ୍ରାୟ ଏକ କୋଟି ହେବ ।

nis-ad
Leave A Reply

Your email address will not be published.