ଆସନ୍ତାକାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର : ଆସନ୍ତା କାଲି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ । ଭୁବନେଶ୍ୱର ୟୁନିଟ୍ ୫ ସ୍ଥିତ ପ୍ରକୋଷ୍ଠରେ ଶୁଣାଣି ବନ୍ଦ ରହିବ ।  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏ ପ୍ରକାର ନିଷ୍ପତ୍ତି ନିଆଯାଇଛି । ମ୍ୟୁଖମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ୨ ଦିନର କାଳ ବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ବଢ଼ିଛି ।  ଦିନର ତାପମାତ୍ରା ୩୫ ଡିଗ୍ରୀ ପାର୍ କରିଛି ।  ଦିନରେ ଲୋକମାନେ ଘରୁ ବାହାରକୁ ଯିବାକୁ ଭୟ କରୁଛନ୍ତି ।  ଅଂଶୁଘାତରେ ଏକାଧିକ ଜୀବନ ଚାଲିଗଲାଣି ।

nis-ad
Leave A Reply

Your email address will not be published.