ସାଉଥ୍‍ ବ୍ଲକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଙ୍କ ସମୀକ୍ଷା ବୈଠକ

youtube

ଭାରତ-ପାକିସ୍ତାନ ଅସ୍ତ୍ରବିରତି ପରେ ମଧ୍ୟ ଘନ ଘନ ସମୀକ୍ଷା ବୈଠକ ଜାରି ରହିଛି । ଆଜି ସାଉଥ୍‍ ବ୍ଲକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସମୀକ୍ଷା ବୈଠକ କରିଛନ୍ତି । ବୈଠକରେ ସିଡିଏସ୍‍, ସେନା ମୁଖ୍ୟଙ୍କ ସହ ନୌସେନା ମୁଖ୍ୟ ମଧ୍ୟ ଉପସ୍ଥିତ ରହିଥିଲେ । ସୀମାରେ ବର୍ତ୍ତମାନର ସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି ରାଜନାଥ । ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବାସଭବନରେ ଭେଟିଛନ୍ତି ଏନଏସଜି ଅଜିତ ଡୋଭାଲ୍‍ । ଅପରେସନ ସିନ୍ଦୂର ପରବର୍ତ୍ତୀ କାର୍ଯ୍ୟପନ୍ଥା ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ହୋଇଥିବା ସୂଚନା ମିଳିଛି ।

Leave A Reply

Your email address will not be published.