କଟକ : ନେତାଜୀ ସୁବାଷ ଚନ୍ଦ୍ର ବୋଷ ସେତୁ ଉପରେ ସିରିଜ୍ ଦୁର୍ଘଟଣା। ପଛକୁ ପଛ ପିଟିହେଲା ୫ଟି କାର୍। ଦୁର୍ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି।
Recover your password.
A password will be e-mailed to you.