୫ ହାର୍ଡକୋର ମାଓବାଦୀ ଗିରଫ

youtube

ମାଲକାନଗିରି : ୫ ହାର୍ଡକୋର ମାଓବାଦୀ ଗିରଫ । ମହାରାଷ୍ଟ୍ର ଗଡ଼ଚିରୋଲି ଜିଲ୍ଲାର ଲାହେରୀ ଥାନା ବିଣାଗୁଣ୍ଡା ଜଙ୍ଗଲରୁ ୫ଜଣଙ୍କୁ ଗିରଫ କରିଛନ୍ତି ସୁରକ୍ଷା କର୍ମୀ ।  ଗିରଫଙ୍କ ମଧ୍ୟରେ ଜଣେ DVCM , ଜଣେ ACM ଏବଂ ତିନି ଜଣ ପ୍ଲାଟୁନ ସଦସ୍ୟ ରହିଛନ୍ତି । ଗିରଫ ୫ ଜଣଙ୍କ ନାଁରେ ୩୬ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲେ ମହାରାଷ୍ଟ୍ର ସରକାର ।  ଗିରଫ ମାଓବାଦୀଙ୍କ ନିକଟରୁ ବନ୍ଧୁକ ସହ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ଗୋଟିଏ ସ୍ୱୟଂ ଚାଳିତ SLR, ଦୁଇଟି 303 ବନ୍ଧୁକ, ତିନୋଟି ସିଙ୍ଗଲ୍ ସଟ୍ ରାଇଫଲ୍ ଏବଂ ଦୁଇଟି ଭର୍ମର ବନ୍ଧୁକ ଜବତ କରାଯାଇଛି ।

Leave A Reply

Your email address will not be published.