ଭଡାରେ ଲାଗିଥିବା ସରକାରୀ କ୍ୱାର୍ଟର୍ସରୁ ଉଚ୍ଛେଦ

youtube

ଭୁବନେଶ୍ୱରରେ ଭଡାରେ ଲାଗିଥିବା ସରକାରୀ କ୍ୱାର୍ଟର୍ସରୁ ଉଚ୍ଛେଦ କରାଯାଇଛି । ୟୁନିଟ୍‍-୨ ଅଞ୍ଚଳରେ ଜବରଦଖଲ କ୍ୱାର୍ଟର୍ସରୁ ଉଚ୍ଛେଦ କରିଛି ସ୍କ୍ୱାଡ୍‍ । ଲଗାତାର ଦ୍ୱିତୀୟ ଦିନରେ ମିଳିତ ସ୍କ୍ୱାଡ୍‍ ପକ୍ଷରୁ ଉଚ୍ଛେଦ ଜାରି ରହିଛି । ଏପର୍ଯ୍ୟନ୍ତ ୯୦ କ୍ୱାର୍ଟର୍ସ ବେଆଇନ ଭାବେ ଜବରଦଖଲ ହୋଇଥିବା ବେଳେ ୧୧ଟିରେ ଉଚ୍ଛେଦ କାର୍ଯ୍ୟ ଶେଷ ହୋଇଥିବା ସ୍କ୍ୱାଡ୍‍ କହିଛି । ଉଚ୍ଛେଦ ବେଳେ କିଛି ଲୋକମାନେ ସ୍କ୍ୱାଡ୍‍ କୁ ବିରୋଧ କରିବାରୁ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଥିଲା ।

Leave A Reply

Your email address will not be published.