ବଢିଲା +୩ ନାମଲେଖା ଆବେଦନ ଅବଧି, ଜୁନ୍ ୪ତାରିଖ ଯାଏଁ କରିପାରିବେ ଆବେଦନ

youtube

ଭୁବନେଶ୍ୱର  : ବଢିଲା +୩ ନାମଲେଖା ଆବେଦନ ଅବଧି ।  ଜୁନ୍ ୪ତାରିଖ ଯାଏଁ କରିପାରିବେ ଆବେଦନ ।  ୪ ତାରିଖ ରାତି ୧୧ଟା ୪୩ ଯାଏ ଆବେଦନ କରିପାରିବେ ।  ଛାତ୍ରଛାତ୍ରୀ ଅଭିଭାବକଙ୍କ ଦାବି ପରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି  ।

ଜୁନ୍‌ ୧ ତାରିଖ ରାତି ୧୧.୪୫ରେ ଶେଷ ହୋଇଥିବା ଆବେଦନ ଅବଧିକୁ ଜୁନ୍‌ ୪ ତାରିଥ ରାତି ୧୧. ୪୫ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।  ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆବେଦନକାରୀମାନଙ୍କୁ ବର୍ଦ୍ଧିତ ସମୟସୀମା ମଧ୍ୟରେ ପ୍ରକ୍ରିୟା ସମାପ୍ତ କରିବାକୁ ପରାମର୍ଶ ଦିଆଯାଇଛି ।  ଫର୍ମ ପୂରଣ ପାଇଁ ଛାତ୍ରଛାତ୍ରୀମାନଙ୍କୁ ଅଫିସିଆଲ୍ ୱେବସାଇଟରେ ଲଗ୍ ଇନ୍ କରିବାକୁ ପଡିବ ।

Leave A Reply

Your email address will not be published.