ଆସନ୍ତାକାଲିଠୁ ଭୁବନେଶ୍ୱରରୁ ଆବୁଧାବି ସିଧାସଳଖ ଉଡାଣ

add-all

ଭୁବନେଶ୍ୱର: ବିଲ୍ଡିଂ ମ୍ୟାନେଜମେଣ୍ଟ ଅଫ୍ ଏଭିଏସନ୍ ଆସେଟ୍ସ ଆଣ୍ଡ୍ ନେଟୱାର୍କ (B-MAAN) ଅଧୀନରେ ଭୁବନେଶ୍ୱର ଏବଂ ଆବୁଧାବି ମଧ୍ୟରେ ସିଧାସଳଖ ବିମାନ ସେବା ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି।

ଇଣ୍ଡିଗୋ ସପ୍ତାହରେ ତିନିଥର ମଙ୍ଗଳବାର, ଗୁରୁବାର ଏବଂ ଶନିବାର ଏହି ସିଧାସଳଖ ବିମାନ ଚଳାଚଳ କରିବ। ଏହି ସେବା ଅନ୍ତର୍ଜାତୀୟ ସଂଯୋଗ ବୃଦ୍ଧି କରିବା ଏବଂ ପର୍ଯ୍ୟଟନ ସହ ବାଣିଜ୍ୟକୁ ବୃଦ୍ଧି କରିବାରେ ସାହାଯ୍ୟ କରିବ ବୋଲି କୁହାଯାଉଛି।

ad-week
Leave A Reply

Your email address will not be published.