ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟାଯିବ: ମନ୍ତ୍ରୀ ରବି ନାରାୟଣ ନାୟକ

add-all

ଭୁବନେଶ୍ବର: ୨୦ ତାରିଖ ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ । ମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ୨୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟାଯିବ। ୫୦ ହଜାର ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯିବ।
୨୦ ତାରିଖ ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ । ମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ୨୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟାଯିବ। ୫୦ ହଜାର ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବା ପରେ ରୋଡ “ଶୋ’ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଅନେକ ନୂଆ ଯୋଜନା ଘୋଷଣା କରିବେ । ଏଥିରେ ମହାପୁରୁଷ ଆଦର୍ଶ ଗ୍ରାମ ଯୋଜନା ବି ଘୋଷଣା ହୋଇପାରେ। ଓଡ଼ିଶା ପ୍ରତି ପ୍ରଧାନମନ୍ତ୍ରୀଙ୍କର ବିଶେଷ ଆଗ୍ରହ ରହିଛି ।

ad-week
Leave A Reply

Your email address will not be published.