ଗଜପତି ମହାରାଜାଙ୍କ ସାନ ଭାଇ ରଣାର୍ଣ୍ଣବ ଦେବଙ୍କ ପରଲୋକ

youtube

ପୁରୀ: ଗଜପତି ମହାରାଜାଙ୍କ ସାନଭାଇଙ୍କ ପରଲୋକ। ରଣାର୍ଣ୍ଣବ ଦେବଙ୍କର ରବିବାର ରାତିରେ ପରଲୋକ ହୋଇଛି । ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା । ରାଜକୀୟ ପରମ୍ପରା ଅନୁଯାୟୀ ତାଙ୍କର ଶେଷକୃତ୍ୟ କରାଯିବ । ଖବର ଅନୁଯାୟୀ, ଅସୁସ୍ଥତା କାରଣରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ଗଜପତି ମହାରାଜାଙ୍କ ସାନଭାଇ ରଣାର୍ଣ୍ଣବ ଦେବ ।  ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା ।

Leave A Reply

Your email address will not be published.