
ଭୁବନେଶ୍ୱର: ଆଇଏଏସ ଶାଶ୍ୱତ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ। ସେ ଅର୍ଥ ବିଭାଗର ପ୍ରମୁଖ ସଚିବ ମଧ୍ୟ ଅଛନ୍ତି। ଏଥି ସହିତ ଇଡ଼କୋର ଅଧ୍ୟକ୍ଷ ମଧ୍ୟ ଅଛନ୍ତି।
ସାଧାରଣ ପ୍ରଶାସନ ପକ୍ଷରୁ ଏ ନେଇ ଵିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଓ ରାଜ୍ୟପାଳଙ୍କ ସଚିବ ଭାବେ କାର୍ଯ୍ୟ କରିଛନ୍ତି।