
ବାଲିଗୁଡା : ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ୨ ମାଓବାଦୀ ନିହତ । ବାଲିଗୁଡା ଥାନା ଗୁମିକିଆ ପଂଚାୟତର ଇନ୍ଦ୍ରିସୁଗା ପାହାଡ଼ରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି ।ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳି ବିନିମୟ ଜାରୀ ରହିଛି । ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣରେ ଦୁଇ ମାଓବାଦୀ ନିହତ ଥିବା ସୂଚନା ମିଳିଛି । ବାଲିଗୁଡା ଥାନା ଗୁମିକିଆ ପଂଚାୟତର ଇନ୍ଦ୍ରିସୁଗା ପାହାଡ଼ରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି । ଉକ୍ତ ଜଙ୍ଗଲ ରେ ମାଓବାଦୀଙ୍କ ଗତିବିଧି ନେଇ sog Dvf ଓ crpf ପକ୍ଷରୁ ମିଳିତ ଅପେରସନ କରାଯାଇଥିଲା ।