ନକଲି ସସ୍ କାରଖାନା ଠାବ, ନାମୀ ଦାମୀ ବ୍ରାଣ୍ଡର ଷ୍ଚିକର୍‌ ଲଗାଇ ହେଉଥିଲା ବିକ୍ରି

youtube

ବ୍ରହ୍ମପୁର : ସସ୍ ପ୍ରସ୍ତୁତ କାରଖାନା ଉପରେ ଚଢାଉ । ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ଜଗନ୍ନାଥ ବିହାର ଦ୍ବିତୀୟ ଲାଇନରେ ଥିବା ସସ୍ ପ୍ରସ୍ତୁତ କାରଖାନା ଉପରେ ଚଢ଼ାଉ କରାଯାଇଛି । ବେଆଇନ ଭାବେ ନକଲି ସସ୍ ପ୍ରସ୍ତୁତ କରାଯାଉଥିବା ଅଭିଯୋଗ ପରେ ଚଡାଉ କରିଛି ପୋଲିସ । ଗତକାଲି କାରଖାନର ମାଲିକ ନଥିବା ଯୋଗୁ କେବଳ ବାହାରପଟୁ କାରଖାନାକୁ ସିଲ୍ କରାଯାଇଥିଲା । ଆଜି ମାଲିକ ଫେରିବା ପରେ ଚଢାଉ କରି କାରଖାନାରେ ରହିଥିବା ସସ୍ ପ୍ରସ୍ତୁତ ସାମଗ୍ରୀ ଓ ସସ୍ କୁ ନେଇ ଅଧିକ ଯାଞ୍ଚ କରାଯାଉଛି ।

Leave A Reply

Your email address will not be published.