ଜିଏମ୍‌ ବିଶ୍ୱବିଦ୍ୟାଳୟରେ ଛାତ୍ରୀଙ୍କୁ ଅସଦାରଣ ଘଟଣା: କୁଳପତି ଜାରି କଲେ ଆଡଭାଇଜରି

youtube

ସମ୍ବଲପୁର:ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟରେ ଛାତ୍ରୀ ଅସଦାଚରଣ ପରେ କୁଳପତି ଜାରି କଲେ ଆଡଭାଇଜରି । ଏଥିସହ ଅପରାହ୍ନ ୪ଟାରେ ବସିବ ଆଭ୍ୟନ୍ତରୀଣ କମିଟି ବୈଠକ ।

ଅଧ୍ୟାପକ ଓ ଅଧ୍ୟାପିକା ମାନଙ୍କ ପାଇଁ ମାର୍ଗଦର୍ଶିକାରେ କୁହାଯାଇଛି ଯେ, କାର୍ଯ୍ଯକ୍ଷେତ୍ରରେ ପ୍ରଫେସନାଲ ଭ୍ଯାଲୁ, ମୋରାଲ୍ ଭ୍ଯାଲୁ ପାଳନ କରିବା ପାଇଁ । ଛାତ୍ରଛାତ୍ରୀଙ୍କୁ ନିଜର ପୁଅ ଝିଅ ତଥା ଭାଇ ଭଉଣୀ ପରି ବ୍ଯବହାର କରିବା ପାଇଁ ନିର୍ଦ୍ଦେଶ ରହିଛି ।

ଛାତ୍ରଛାତ୍ରୀଙ୍କର କୌଣସି ସ୍ତରରେ ଅସୁବିଧା ହେଲେ ବା ସେମାନେ ନିର୍ଯାତନାର ଶିକାର ହେଲେ, ଅବିଳମ୍ବେ ଅଭିଯୋଗ କରିବା ପାଇଁ କୁହାଯାଇଥିବା ଭାରପ୍ରାପ୍ତ କୁଳପତି ପ୍ରଫେସର ସୁଶାନ୍ତ କୁମାର ଦାଶ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.