ଯାତ୍ରା ମଞ୍ଚରେ ସାପ ଖେଳ, ବନ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ

youtube

ଯାଜପୁର : ଯାତ୍ରା ମଞ୍ଚରେ ସାପ ଖେଳ। ତୁଳସୀ ଗଣନାଟ୍ୟ ମଞ୍ଚରେ ଦେଖିବାକୁ ମିଳିବ ଅଜଗର ସାପ ।  ଏକ ନାଟକରେ ମଞ୍ଚରେ ସାପକୁ ଧରି କଳାକାର ଅଭିନୟ କରୁଥିବାର ଦୃଶ୍ୟ ଏବେ ସାମ୍ନାକୁ ଆସିଛି। ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ନିକଟ ଆଖଡାଶାଳରେ ଚାଲିଥିବା ଫାଇନାଲ ବିଜିଏମରେ ଏହି ଦୃଶ୍ୟ ଦେଖିବାକୁ ମିଳିଛି। ପୂର୍ବରୁ ଯାତ୍ରା ତୁଳସୀ ଗଣନାଟ୍ୟ ଓ ଏହାର ମାଲିକ ଅନନ୍ତ ନାରାୟଣ ଧଳଙ୍କୁ ନେଇ ବିବାଦ ଦେଖା ଦେଇଥିଲା। ଏବେ ପୁଣି ଯାତ୍ରା ମଞ୍ଚରେ ସାପକୁ ନେଇ ବିବାଦ ଘନେଇବାରେ ଲାଗିଛି। ଏହି ଖବର ଜଜଣାପଡିବା ପରେ ବନ ବିଭାଗ ପକ୍ଷରୁ ମଧ୍ୟ ତତ୍ପରତା ପ୍ରକାଶ ପାଇଛି।

Leave A Reply

Your email address will not be published.