୩୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡିଲେ ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ

youtube

କଟକ : ୩୦ ହଜାର ଟଙ୍କା ଲାଞ୍ଚ ନେଇ ଧରା ପଡିଲେ ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଟ ।  ଭୁବନେଶ୍ୱର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ଜୁନିୟର ରେଭିନ୍ୟୁ ଆସିଷ୍ଟାଣ୍ଡ ସୌରଭ ତ୍ରିପାଠୀ। ଏକ ସାର୍ଟିଫିକେଟ ପାଇଁ ନେଉଥିଲେ ଲାଞ୍ଚ। ବାରମ୍ବାର ଅନୁରୋଧ ସତ୍ତ୍ୱେ ସାର୍ଟିଫିକେଟ ଦେଉ ନଥିଲେ ସୌରଭ ତ୍ରିପାଠୀ । ହିତାଧିକାରୀ ବାଧ୍ୟ ହୋଇ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ୨୦୨୪ ମାର୍ଚ୍ଚ ମାସରେ ଚାକିରୀରେ ଯୋଗ ଦେଇଥିଲେ ସୌରଭ ତ୍ରିପାଠୀ।

Leave A Reply

Your email address will not be published.