ଆକାଶ ମାର୍ଗରୁ ବନ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

youtube

ଭୁବନେଶ୍ୱର : ଆକାଶ ମାର୍ଗରୁ ଉତ୍ତର-ଓଡିଶାର ବନ୍ୟା ସ୍ଥିତିକୁ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ଏହି ସର୍ଭେ କରୁଥିବା ବେଳେ ତାଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚ ଶିକ୍ଷା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀ ଓ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସମସ୍ତେ ହେଲିକପ୍ଟର ଯୋଗେ ଆକାଶ ମାର୍ଗରୁ ବନ୍ୟାଞ୍ଚଳ ପରିଦର୍ଶନ କରି ସ୍ଥିତିର ଅଧ୍ୟୟନ କରିଛନ୍ତି। ବନ୍ୟା ପରେ ବାଲେଶ୍ୱର, ଭଦ୍ରକର ସ୍ଥିତି ସଙ୍ଗୀନ ଥିବା ବେଳେ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି।

Leave A Reply

Your email address will not be published.