ସବୁ ବିଭାଗ ସହ ସମନ୍ୱୟ ରକ୍ଷା କର, ସିଡିପିଓଙ୍କୁ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ ନିର୍ଦ୍ଦେଶ

youtube

ଭୁବନେଶ୍ୱର : ସବୁ ବିଭାଗ ସହ ସମନ୍ୱୟ ରକ୍ଷା କରି ଗ୍ରାଉଣ୍ଡରେ କାମ କର ।  ଗ୍ରାଉଣ୍ଡରେ ସମସ୍ୟା ରହୁଛି କିନ୍ତୁ ଜାଣିଶୁଣି ଅଣ୍ଡର ରିପୋର୍ଟିଂ କରାଯାଉଛି ।  ତେଣୁ ଗ୍ରାଉଣ୍ଡରେ ଯାହା ସମସ୍ୟା ହେଉଛି ତାକୁ ସରକାରଙ୍କ ପାଖକୁ ଆଣନ୍ତୁ ବୋଲି ସିଡିପିଓମାନଙ୍କୁ କହିଛନ୍ତି ମୁଖ୍ୟ ସଚିବ ମନୋଜ ଆହୁଜା ।

ସମସ୍ୟା ଆଣିଲେ ତାର ସମାଧାନର ବାଟ ବାହାର କରିବୁ। ରାଜ୍ୟର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ିକୁ ସଶକ୍ତ କରିବାର ଅଛି । ତେଣୁ ଯାହା ଆବଶ୍ୟକତା ରହୁଛି ପ୍ରସ୍ତାବ ଦିଅନ୍ତୁ ବୋଲି ମଧ୍ୟ କହିଛନ୍ତି ମୁଖ୍ୟ ଶାସନ ସଚିବ ।

Leave A Reply

Your email address will not be published.