ଓଡ଼ିଶା ବିଧାନସଭାର ନୂଆ ୱେବସାଇଟ୍, Odisha Legislative ASSEMBLY ଉଦଘାଟିତ

youtube

ଭୁବନେଶ୍ୱର :  ଓଡ଼ିଶା ବିଧାନସଭାର ନୂଆ ୱେବସାଇଟ୍ Odisha Legislative ASSEMBLY ଉଦଘାଟିତ ।  ଉଦଘାଟନ କଲେ ବିଧାନସଭା ବାଚସ୍ପତି ସୁରମା ପାଢ଼ୀ । ଅଧିକ ସ୍ୱଚ୍ଛ ଓ ଦକ୍ଷ ଶାସନ ଦିଗରେ ଯାତ୍ରାର ଏକ ଗୁରୁତ୍ୱପୂର୍ଣ ପଦକ୍ଷେପ ଆରମ୍ଭ ହେବ । ଓଡ଼ିଶା ସରକାର NICT ବିଭାଗ ଓ ଭାରତ ସରକାର NICର ବୈଷୟିକ ପରାମର୍ଶ ଦ୍ୱାରା ଏହି ୱେବସାଇଟ୍ ପ୍ରସ୍ତୁତ ହୋଇଛି ।

ବିଧାନସଭାର କାର୍ଯ୍ୟ ଧାରାକୁ ଜନସାଧାରଣଙ୍କ ପାଇଁ ଅଧିକ ସୁଗମ ଓ ସ୍ୱଚ୍ଛ କରିବାରେ ଏହା ଗୁରୁତ୍ୱପୂର୍ଣ ଭୂମିକା ଗ୍ରହଣ କରିବ ।  ୨୦୧୧ ପରଟୁ ଏହି ସାଇଟ ଅପଡେଟ ହୋଇନଥିଲା ।  ଏଥିରେ ବିଧାନସଭାର ସମସ୍ତ ସଦସ୍ୟଙ୍କ ତଥ୍ୟ ଉପଲବ୍ଧ ରହିବ ।  ଓଡ଼ିଶା ଲୋକଙ୍କ ସମ୍ପୃକ୍ତିକୁ ମଧ୍ୟ ପ୍ରତ୍ସାହିତ କରିବ।

Leave A Reply

Your email address will not be published.