ମେଡିକାଲ ଛାତରୁ ଡେଇଁ ପଡ଼ିଲେ ରୋଗୀ

youtube

ସୁନ୍ଦରଗଡ଼: ମେଡିକାଲ ଛାତରୁ ଡେଇଁ ରୋଗୀ ମୃତ । ସୁନ୍ଦରଗଡ଼ ଟାଉନଥାନା ସରକାରୀ ମେଡିକାଲ ଛାତରୁ ଡେଇଁ ଜୀବନ ହାରିଲେ ରେଗୀ । ଆଜି ଡିସଚାର୍ଜ ହୋଇଥାନ୍ତେ । କିନ୍ତୁ ମେଡିକାଲ କଲେଜର ତୃତୀୟ ମହଲାରୁ ଡେଇଁ ଜୀବନ ହାରିଛନ୍ତି। ଏହାର କାରଣ ଅସ୍ପଷ୍ଟ ରହିଛି। ରୋଗୀ ଜଣକ ସୁନ୍ଦରଗଡ଼ ସଦର ଥାନା ରାଜପୁର ଅଂଚଳର ଅନିଲ ସୋରେନ । ରବିବାର ଦିନ ସୁନ୍ଦରଗଡ଼ ଏନଟିପିସି ମେଡ଼ିକାଲ୍ କଲେଜରେ ଭର୍ତ୍ତି ହୋଇଥିଲେ ଅନିଲ। ମେଡିକାଲର ଝରକାରୁ ବାହାରି ବହୁସମୟ ଧରି ଝୁଲିରହିଥିଲେ। ତେବେ ମେଡିକାଲରେ ଟାଉନ ଥାନା ପୋଲିସ ପହଞ୍ଚି ତଦନ୍ତ ଚଳାଇଛନ୍ତି ।

Leave A Reply

Your email address will not be published.