ଆସନ୍ତା ୩୦ରୁ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଭିତରକନିକାରେ ପକ୍ଷୀ ଗଣନା

youtube

ରାଜନଗର : ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା ।  ଅଗଷ୍ଟ ୩୦ ତାରିଖରୁ ପକ୍ଷୀ ଗଣନା ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୩ ଦିନ ଧରି ପକ୍ଷୀ ଗଣନା ହେବ । ମଠଆଡିଆ, ଲକ୍ଷ୍ମୀପ୍ରସାଦଡ଼ିଆ, ଦୁର୍ଗାପ୍ରସାଦ ଡିଆ ଓ ବାଲିଡିଆରେ ପକ୍ଷୀ ଗଣନା କରାଯିବ । ଗତବର୍ଷ ତୁଳନାରେ ଚଳିତବର୍ଷ ଅଧିକ ପକ୍ଷୀ ଥିବା ନେଇ ଆଶାବାଦୀ ଅଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ଭରଦରାଜ ଗାଓଙ୍କର ।

Leave A Reply

Your email address will not be published.