କରଞ୍ଜିଆରେ ହେଟାବାଘ ଆତଙ୍କ: ୧୫ ଆହତ

youtube

କରଞ୍ଜିଆ : ପୁଣି ହେଟାବାଘ ଆତଙ୍କ। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ତିନିଟିଆ ଓ ତୁଳସୀପୋଷି ଗାଁରେ ହେଟାବାଘଟି ୧୫ ଜଣଙ୍କୁ ଆକ୍ରମଣ କରି ଆହତ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ସନ୍ଧ୍ୟାରେ ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବନଖଣ୍ଡ ଦୁଧିଆଣି ରେଞ୍ଜ ତିନିଟିଆ ଓ ତୁଳସୀପୋଷି ଗାଁରେ ହେଟା ବାଘ ଆତଙ୍କ । ୧୫ ଜଣଙ୍କୁ ଆକ୍ରମଣ କରି ଆହତ କରିଥିବା ବେଳେ ମଙ୍ଗଳବାର ସକାଳୁ ସକାଳୁ ଆଉ ଦୁଇ ଜଣଙ୍କୁ ଆକ୍ରମଣ କରିଥିବା ନେଇ ବନ ବିଭାଗ ସୂଚନା ଦେଇଛି । ହେଟା ବାଘ ଆକ୍ରମଣରେ ଜଣେ ଯୁବକ ଓ ଜଣେ ମହିଳା ଆହତ ହୋଇଛନ୍ତି । ଦୁଇ ଆହତଙ୍କୁ ଉଦ୍ଧାର କରି କରଞ୍ଜିଆ ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ଗାଁରେ ମାଇକ୍ ଯୋଗେ ସଚେତନ କରିବା ସହ ରକ୍ଷକ ଗାଡି ଦ୍ୱାରା ବନ ବିଭାଗର ପାଟ୍ରୋଲିଂ ଜାରି ରଖିଛି ।

Leave A Reply

Your email address will not be published.